www.samajalive.in
Monday, December 8, 2025
14.1 C
Bhubaneswar

ବାତ୍ୟା ଦାନା – ୯ ମନ୍ତ୍ରୀଙ୍କ ହାତରେ ୯ଟି ଜିଲ୍ଲା, ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାତ୍ୟା ‘ଦାନା’ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ବାତ୍ୟା ପରିଚାଳନା ତଦାରଖ କରିବାକୁ ୯ ଜଣ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶନାମା ଅନୁଯାୟୀ, ଜଗତସିଂହପୁର ଜିଲ୍ଲା ପାଇଁ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ବାଲେଶ୍ୱର ପାଇଁ ମନ୍ତ୍ରୀ ରବି ନାୟକ, ଭଦ୍ରକ ପାଇଁ ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ, ମୟୂରଭଞ୍ଜ ପାଇଁ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର, ପୁରୀ ପାଇଁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରାପଡ଼ା ପାଇଁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଗଞ୍ଜାମ ପାଇଁ ମନ୍ତ୍ରୀ ବିଭୂତି ଭୂଷଣ ଜେନା, କେନ୍ଦୁଝର ପାଇଁ ମନ୍ତ୍ରୀ କେ ସି ପାତ୍ର ଓ କଟକ ପାଇଁ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କୁ ଦାୟିତ୍ୱ ଦିଆଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories