www.samajalive.in
Friday, December 5, 2025
20.1 C
Bhubaneswar

ଆଉ ୯ ଜଣଙ୍କ ଜୀବନ ନେଲା କରୋନା, ୨୨୫ରେ ପହଞ୍ଚିଲା ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରୁ ଆଉ ୯ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ମୃତ୍ୟୁ ବରଣ କରିଥିବା ୯ ଜଣଙ୍କୁ ମିଶାଇ ରାଜ୍ୟର ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୫ରେ ପହଞ୍ଚିଛି ।


ଆଜି କରୋନାରେ ପ୍ରାଣ ହରାଇ ଥିବା ୯ ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୫, ଗଜପତି, କେନ୍ଦୁଝର,ଖୋର୍ଦ୍ଧା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ରହିଛନ୍ତି । ଗଞ୍ଜାମ ଜିଲାରୁ ଆଜି ୫ ମୃତ୍ୟୁ ସହ ଜିଲାର ମୋଟ୍ ମୃତ୍ୟୁ ସଂଖ୍ୟା ୧୧୭ରେ ପହଞ୍ଚିଛି । ସେହିପରି ଖୋର୍ଦ୍ଧା ଜିଲାରେ ଜଣେ ମୃତ୍ୟୁ ସହ ମୋଟ୍ ମୃତ୍ୟୁ ସଂଖ୍ୟା ୩୧ରେ ପହଞ୍ଚିଛି ।

- Advertisement -

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories