www.samajalive.in
Monday, December 15, 2025
26.1 C
Bhubaneswar

ତାପଜ ଶକ୍ତି କେନ୍ଦ୍ରରେ ଦୁର୍ଘଟଣା, ୯ ଶ୍ରମିକ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ଚେନ୍ନାଇ ତାପଜ ଶକ୍ତି କେନ୍ଦ୍ର ନିର୍ମାଣସ୍ଥଳରେ ମଙ୍ଗଳବାର ବଡ଼ ଧରଣର ଦୁର୍ଘଟଣା ଘଟିଛି। ଏଠାରେ ନିର୍ମାଣାଧୀନ ଏକ ଆର୍ଚ ଭୁଶୁଡ଼ିପଡ଼ିବାରୁ ୯ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି।

ପ୍ରାଥମିକ ସୂଚନା ଅନୁସାରେ, ପ୍ରାୟ ୩୦ ଫୁଟ ଉଚ୍ଚରୁ ଆର୍ଚ ଖସି  ଶ୍ରମିକମାନଙ୍କ ଉପରେ ପଡ଼ିଥିଲା। ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଚାପି ହୋଇଯାଇଥିଲେ। ତୁରନ୍ତ ଉଦ୍ଧାରକାରୀ ଦଳ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ଚେନ୍ନାଇ ଷ୍ଟାନଲୀ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories