www.samajalive.in
Monday, December 15, 2025
16.1 C
Bhubaneswar

ସାଉଦି ଆରବରେ ୯ ଭାରତୀୟ ମୃତ

ସମାଜ ଡିଜିଟାଲ ଡେସ୍କ: ସାଉଦି ଆରବର ଜିଜାନ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୯ ଭାରତୀୟ ନାଗରିକଙ୍କ ମୃତ୍ୟୁ ଘଟିଛି। ଜେଦାହସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ବୁଧବାର ଏ ସମ୍ପର୍କରେ ସ୍ପଷ୍ଟ କରାଯାଇଛି। ଦୂତାବାସ ପକ୍ଷରୁ ମୃତକଙ୍କ ପରିବାରବର୍ଗକୁ ଯୋଗାଯୋଗ କରାଯିବା ସହିତ ସମସ୍ତ ପ୍ରକାର ସହାୟତା ପାଇଁ ପ୍ରତିଶ୍ରୁତି ଦିଆଯାଇଛି।

ଏହି ଘଟଣା ଜଣାପଡ଼ିବା ପରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଗଭୀର ଶୋକପ୍ରକାଶ କରିଛନ୍ତି। ଜେଦାହସ୍ଥିତ ଦୂତାବାସ ସହିତ ସେ କଥାବାର୍ତ୍ତା ହୋଇ ମୃତକଙ୍କ ପରିବାର ଲୋକକୁ ସମସ୍ତ ପ୍ରକାର ସହାୟତା କରିବାକୁ କହିଛନ୍ତି। ଦୂତାବାସ ପକ୍ଷରୁ ହେଲପଲାଇନ ନମ୍ବର ଜାରି କରାଯାଇଛି।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories