www.samajalive.in
Monday, December 15, 2025
14.1 C
Bhubaneswar

ରାତି ୯ଟା ମୁଖ୍ୟ ଖବର

‘ୟସ୍‌’ ମୁକାବିଲା ପାଇଁ ଓଡ଼ିଶା ପ୍ରସ୍ତୁତ; ଗୁଜବରୁ ନିବୃତ୍ତ ରହିବା ସହ ଭୟ ନକରିବାକୁୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ନୀଳଗିରିକୁ ବେଶି କ୍ଷତି ଘଟାଇବ ୟସ!; ଉପଖଣ୍ଡରୁ ୧୨ହଜାର ଲୋକଙ୍କୁ ସ୍ଥାନାନ୍ତର କଲା ପ୍ରଶାସନ

- Advertisement -

-ଆଜି ରାଜ୍ୟରେ ସୁସ୍ଥ ହେଲେ ୧୧୭୬୯, ମୋଟ ଆରୋଗ୍ୟ ସଂଖ୍ୟା ୬୧୨୯୯୩କୁ ବୃଦ୍ଧି
-ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ୧୦୬୨ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୯୯୬

–ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କଲେ ମୁଖ୍ୟସଚିବ ଓ ଏସ୍‌ଆର୍‌ସି।
–ପ୍ରଶାସନକୁ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିବେଦନ। ସମସ୍ତ ପ୍ରକାର ପ୍ରତିଷେଧମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ନିୟମିତ ଭାବେ ସ୍ଥିତି ଉପରେ ନଜର ରଖନ୍ତୁ। ପ୍ରତିଟି ମାନବ ଜୀବନ ମୂଲ୍ୟବାନ। ଜିରୋ କାଜୁଆଲିଟି ଆମ ସରକାରଙ୍କ ପଲିସି-ମୁଖ୍ୟମନ୍ତ୍ରୀ
–ମାହାଙ୍ଗା ଅଞ୍ଚଳରେ ଦିନ ଦୁଇ ପ୍ରହରରେ ରାଜସ୍ବ ନିରୀକ୍ଷକକୁ ଆକ୍ରମଣ ଘଟଣା: ମାଫିଆଙ୍କୁ ସୁରକ୍ଷା ଦେବାକୁ ତହସିଲଦାର ବଦଳାଇଲେ ଥାନାରେ ଅଭିଯୋଗ, ବିରୋଧ କରି ଘେରିଲେ ଆରଆଇ ସଂଘ
– ୨୬ ତାରିଖ ସକାଳୁ ବାତ୍ୟାର ପ୍ରଭାବ ଉପକୂଳରେ ପଡ଼ିବ। ସ୍ଥଳଭାଗ ଛୁଇଁବାର ପୂର୍ବ ଓ ପର ୬ ଘଣ୍ଟା ଅତି ଗୁରୁତ୍ବପୂର୍ଣ୍ଣ।
– ଆଜି ମଧ୍ୟ ରାତ୍ରୀରୁ ୮୦ରୁ୯୦ କିଲୋମିଟର ବେଗରେ ପବନ ବହିବ। ଆସନ୍ତାକାଲି ସକାଳ ବେଳକୁ ପବନର ବେଗ ୧୫୦ରୁ ୧୬୦ କିଲୋମିଟର ରହିବ
– ପାରାଦୀପଠାରୁ ୨୨୦ କିମି ଦୂରରେ ‘ୟାସ’, ଘଣ୍ଟା ପ୍ରତି ୧୭ କିମି ବେଗରେ ଆଗକୁ ବଢ଼ୁଛି
– ବାଲେଶ୍ବର ଠାରୁ ଦକ୍ଷିଣ, ଦକ୍ଷିଣ-ପୂର୍ବକୁ ୩୩୦ କିମି ଦୂରରେ , ପରବର୍ତ୍ତୀ ୨୪ ଘଣ୍ଟାରେ ଘନୀଭୂତ ହୋଇ ଅତି ଭୀଷଣ ବାତ୍ୟାର ରୂପ ନେବ
– ବାତ୍ୟା ୟାସ ପ୍ରଭାବରେ ସକାଳ ୮ଟା ସୁଦ୍ଧା ପାରାଦୀପରେ ୧୬୧.୧ ମିମି ବର୍ଷା ରେକର୍ଡ, ପାରାଦୀପ ଓ ଧାମରା ପାଇଁ ୧୦ ନମ୍ବର ବିପଦ ସଙ୍କେତ ଜାରି
– ବାତ୍ୟା ୟସ ପାଇଁ ୧୦ ଜିଲାରେ ୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର
– ରାଉରକେଲାରେ ଭୁଷୁଡ଼ିଲା ପୁରୁଣା ବ୍ୟାଙ୍କ କଲୋନୀ କୋଠା
– ବାତ୍ୟା ମୁକାବିଲା ପାଇଁ ୪୦୪ଟି ଅଭିଜ୍ଞ ଟିମ, ୧୨ ହଜାର କୁଶଳୀ ଓ ୬ ଶହରୁ ଅଧିକ ଦଳ ପ୍ରସ୍ତୁତ
– ମାଡିଆସୁଛି ଅତି ଭୟଙ୍କର ବାତ୍ୟା ୟାସ୍‍; ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ସ୍ଥାନାନ୍ତର କାର୍ଯ୍ୟ, କୋଭିଡ ସଂକ୍ରମଣ ଆଶଙ୍କାରେ କିଛି ଲୋକ ନିଜ ଘର ଛାଡିବାକୁ ନାରାଜ
– ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିର୍ବାଚନ ମଣ୍ଡଳୀରୁ ପୂର୍ବତନ ବିଧାୟକ ଉମାକାନ୍ତ ମିଶ୍ରଙ୍କର ୮୧ ବର୍ଷ ବୟସରେ ପରଲୋକ ହୋଇଛି । କରୋନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି
– ସିଲେରୁ ନଦୀରେ ଡ଼ଙ୍ଗା ବୁଡ଼ି ଜଣେ ମୃତ, ୩ ଉଦ୍ଧାର: ୭ ନିଖୋଜ
– ଜୁନ୍‍ ୧ ପରେ ହୀରାକୁଦ ଛାଡିବ ପାଣି; ୧୩ଟି ମହାନଦୀ କୂଳ ଜିଲାକୁ ସତର୍କ ସୂଚନା ଜାରି
– ବିବାହ ଭୋଜି ରୋକିଲା ପ୍ରଶାସନ : ଦଶ ହଜାର ଜରିମାନା
-କାଶୀପୁରରେ ପୁଣି ଜନନୀ ଯନ୍ତ୍ରଣା,ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ
– ପରଲୋକରେ ଲୋକପ୍ରିୟ ପ୍ରବଚକ ଚାରଣ ରାମ ଦାସ
– ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୯୬ ହଜାର ୪୨୭ କରୋନା ସଂକ୍ରମିତ ଚିହ୍ନଟ, ୩୫୧୧ ମୃତ
– ୧ଲକ୍ଷ କରୋନା ରୋଗୀଙ୍କୁ କରୋନିଲ୍‌ କିଟ୍‌ ବାଣ୍ଟିବେ ହରିୟାଣା ସରକାର
– ବର୍ନାର୍ଡ ଆର୍ନଲ୍ଟ ବିଶ୍ୱର ସବୁଠୁ ଧନୀ, ଜେଫ୍‍ ବେଜୋସଙ୍କୁ ପଛରେ ପକାଇଲେ
– ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସି ନିଖୋଜ
– ରାଜ୍ୟରେ ଦିନକରେ ୧୦୯୩୯ ନୂଆ କରୋନା ସଂକ୍ରମିତ; ଖୋର୍ଦ୍ଧାରୁ ସର୍ବାଧିକ ୧୨୯୮ ଚିହ୍ନଟ
– ରାଜ୍ୟରେ ଦିନକରେ ୩୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ଖୋର୍ଦ୍ଧାରୁ ସର୍ବାଧିକ ୭ ମୃତ
– ରାୟଗଡା ଜିଲାର ଜେକେପୁର ଠାରେ ଥିବା କୋଭିଡ ଡାକ୍ତରଖାନାରେ ଜଣେ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆତ୍ମହତ୍ୟା କରିଛନ୍ତି ବୋଲି ଜଣାପଡିଛି

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories