www.samajalive.in
Sunday, December 14, 2025
17.1 C
Bhubaneswar

୯୩୩ ପୁଲିସ ସବ-ଇନ୍ସପେକ୍ଟର ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞାପନ, ଜାନୁଆରୀ ୨୦ରୁ ଆବେଦନ

ଡେସ୍କ: ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ୯୩୩ଟି ସବ-ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞାପନ ପ୍ରକାଶ ପାଇଛି। ଆସନ୍ତା ଜାନୁଆରୀ ୨୦ରୁ ଏଥିପାଇଁ ଅନଲାଇନ ଆବେଦନ କରିହେବ। ଓଡିଶା ପୁଲିସ ୱେବସାଇଟ https://www.odishapolice.gov.in ରେ ଦିଆଯାଇଥିବା ସୂଚନା ଅନୁଯାୟୀ, ମୋଟ ୯୩୩ଟି ସବ-ଇନ୍ସପେକ୍ଟର ପଦବୀ ମଧ୍ୟରୁ ୬୦୯ଟି ସବ-ଇନ୍ସପେକ୍ଟର, ୧୫୩ଟି ସବ-ଇନ୍ସପେକ୍ଟର (ସଶସ୍ତ୍ର), ୪୭ଟି ଷ୍ଟେସନ ଅଫିସର (ଫାୟାର) ଓ ୨୪ଟି ଆସିଷ୍ଟାଣ୍ଟ ଜେଲର ପଦବୀ ରହିଛି। ଆବେଦନର ଶେଷ ତାରିଖ ଫେବୃଆରୀ ୧୦ ତାରିଖ ରହିଛି।

ଫେବୃଆରୀ ୧୯ରୁ ଚମ୍ପିଆନ୍ସ ଟ୍ରଫି, ଘୋଷଣା ହେଲା ଟିମ୍‌ ଇଣ୍ଡିଆ

- Advertisement -

ଏହି ସବୁ ପଦବୀ ପାଇଁ ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ହେବ। ସମସ୍ତ ପଦବୀ ପାଇଁ ପ୍ରଥମ ପର୍ଯ୍ୟାୟରେ ୩୦୦ ମାର୍କର ଲିଖିତ ପରୀକ୍ଷା ହେବ ଓ ଫାୟାର ଅଫିସର ପଦବୀ ପାଇଁ ଅଧୀନ ୨୦୦ ମାର୍କର ଟେକ୍ନିକାଲ ପରୀକ୍ଷା ହେବ। ଦ୍ଵିତୀୟ ପର୍ଯ୍ୟାୟରେ ଶାରୀରିକ ମାନ ଓ ଦକ୍ଷତା ପରୀକ୍ଷା ହେବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories