୯୩୩ ପୁଲିସ ସବ-ଇନ୍ସପେକ୍ଟର ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞାପନ, ଜାନୁଆରୀ ୨୦ରୁ ଆବେଦନ

ଡେସ୍କ: ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ୯୩୩ଟି ସବ-ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞାପନ ପ୍ରକାଶ ପାଇଛି। ଆସନ୍ତା ଜାନୁଆରୀ ୨୦ରୁ ଏଥିପାଇଁ ଅନଲାଇନ ଆବେଦନ କରିହେବ। ଓଡିଶା ପୁଲିସ ୱେବସାଇଟ https://www.odishapolice.gov.in ରେ ଦିଆଯାଇଥିବା ସୂଚନା ଅନୁଯାୟୀ, ମୋଟ ୯୩୩ଟି ସବ-ଇନ୍ସପେକ୍ଟର ପଦବୀ ମଧ୍ୟରୁ ୬୦୯ଟି ସବ-ଇନ୍ସପେକ୍ଟର, ୧୫୩ଟି ସବ-ଇନ୍ସପେକ୍ଟର (ସଶସ୍ତ୍ର), ୪୭ଟି ଷ୍ଟେସନ ଅଫିସର (ଫାୟାର) ଓ ୨୪ଟି ଆସିଷ୍ଟାଣ୍ଟ ଜେଲର ପଦବୀ ରହିଛି। ଆବେଦନର ଶେଷ ତାରିଖ ଫେବୃଆରୀ ୧୦ ତାରିଖ ରହିଛି। ଫେବୃଆରୀ … Continue reading ୯୩୩ ପୁଲିସ ସବ-ଇନ୍ସପେକ୍ଟର ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞାପନ, ଜାନୁଆରୀ ୨୦ରୁ ଆବେଦନ