www.samajalive.in
Saturday, December 6, 2025
26.1 C
Bhubaneswar

କରୋନାକୁ ହରାଇଲେ ୯୫ ପୁଲିସ କର୍ମଚାରୀ

ଭୁବନେଶ୍ୱର : କରୋନାକୁ ହରାଇ ୯୫ ଜଣ କରୋନା ଯୋଦ୍ଧା ପୁଲିସ କର୍ମଚାରୀ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହେବା ପରେ ଡ୍ୟୁଟିରେ ଯୋଗ ଦେଇଛନ୍ତି ସମସ୍ତ କର୍ମଚାରୀ । ଏନେଇ ପୁଲିସ ମହାନିର୍ଦେଶକ ଅଭୟ ଟ୍ୱିଟ କରି ସୂଚନା ଦେଇଛନ୍ତି ।


ସେମାନେ ସଂକ୍ରମିତ ହୋଇଥିଲେ ବି କରୋନାକୁ ହରାଇଛନ୍ତି । ଏବେ କାର୍ଯ୍ୟ କ୍ଷେତ୍ରକୁ ଆସି ଅନ୍ୟମାନଙ୍କୁ ସୁରକ୍ଷା ଦେବେ ବୋଲି ଡିଜିପି କହିଛନ୍ତି । କରୋନାକୁ ହରାଇ ଡ୍ୟୁଟିକୁ ଫେରିଥିବା ପୋଲିସ କର୍ମଚାରୀଙ୍କୁ ପ୍ରଶଂସା ପତ୍ର ମିଳିବ । ଡିଜିପିଙ୍କ ପକ୍ଷରୁ ସଂପୃକ୍ତ କର୍ମଚାରୀଙ୍କୁ ସ୍ୱତନ୍ତ୍ର ପ୍ରଶଂସା ପତ୍ର ମିଳିବ । ତୁରନ୍ତ ଏଭଳି କର୍ମଚାରୀଙ୍କ ନାଁ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

- Advertisement -

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories