ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ: ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି

ଭୁବନେଶ୍ବର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ୪ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ‌ସେ ‌ଓଡ଼ିଶାରେ ରହିବାର କାର୍ଯ୍ୟକ୍ରମ ରହିଛି। ଆଜି ସନ୍ଧ୍ୟାରେ ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ। ବିମାନ ବନ୍ଦରରୁ ସଡକ ପଥରେ ସିଧାସଳଖ ଜୟଦେବ ଭବନରେ ହେବାକୁ ଥିବା ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ରାଷ୍ଟ୍ରପତିଙ୍କ ସହିତ … Continue reading ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ: ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି