www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯୩ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୯୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଶୂନ୍ୟରୁ ୧୮ ବର୍ଷ ବୟସର ୧୩୮ ଜଣ ରହିଛନ୍ତି। ଏଥିସହିତ ସଂଗରୋଧରୁ ୫୭୮ ଓ ସ୍ଥାନୀୟ ସଂକ୍ରମିତ ୪୧୫ ଜଣ ରହିଥିବା ଜଣାଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲାରେ ୧୮, ବରଗଡ ୧୦, ଭଦ୍ରକ ୧୨, ବଲାଙ୍ଗିର ୧୩, ବଉଦ ୧ ଓ କଟକରୁ ୯୫ ଜଣ ଚିହ୍ନଟ ହୋଇଛନ୍ତି।

ସେହିଭଳି ଦେବଗଡରୁ ୪, ଢେଙ୍କାନାଳ ୩୨, ଗଜପତି ୧, ଗଞ୍ଜାମ ୫, ଜଗତସିଂହପୁର ୫୧, ଯାଜପୁର ୬୦, ଝାରସୁଗୁଡା ୨, କନ୍ଧମାଳରୁ ୭ ଜଣ ଚିହ୍ନଟ ହୋଇଛନ୍ତି। କେନ୍ଦ୍ରାପଡାରୁ ୧୫, କେନ୍ଦୁଝର ୧୦, ଖୋର୍ଦ୍ଧା ୪୧୯, କୋରାପୁଟ ୧, ମାଲକାନଗିରି ୧, ମୟୁରଭଞ୍ଜ ୪୨, ନବରଙ୍ଗପୁର ୧, ନୟାଗଡ ୧୬, ନୂଆପଡା ୧, ପୁରୀ ୨୫, ରାୟଗଡା ୩, ସମ୍ବଲପୁର ୧୧, ସୋନପୁର ୫, ସୁନ୍ଦରଗଡ ୮ ଓ ଷ୍ଟେଟପୁଲରୁ ୯୩ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକ ମଧ୍ୟରେ ୧୦୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ମୋଟ ୧୭୨୦୮୨୪୮ ନମୁନା ପରୀକ୍ଷା କରାଯାଇସାରିଲାଣି। ତାହାସହିତ ମୋଟ ୯୮୦୪୭୧ ଜଣ ଆରୋଗ୍ୟ ଲାଭ କରିସାରିଛନ୍ତି। ରାଜ୍ୟରେ ସଂପ୍ରତି ୯୫୩୬ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories