www.samajalive.in
Monday, December 15, 2025
14.1 C
Bhubaneswar

ବିଦେଶୀ ସାମ୍ବାଦିକଙ୍କୁ ଆସାମ ଛାଡିବା ପ୍ରସଙ୍ଗ – କେନ୍ଦ୍ରର ଖଣ୍ଡନ

ନୂଆଦିଲ୍ଲୀ: ଆସାମରେ କାର୍ଯ୍ୟରତ ସମସ୍ତ ବିଦେଶୀ ସାମ୍ବାଦିକଙ୍କୁ ରାଜ୍ୟ ଛାଡ଼ି ଚାଲିଯିବା ପାଇଁ କୁହାଯାଇଥିବା ସଂକ୍ରାନ୍ତରେ ଗଣମାଧ୍ୟମରେ ପ୍ରକାଶ ପାଇଥିବା ଖବରକୁ କେନ୍ଦ୍ର ସରକାର ଖଣ୍ଡନ କରିଛନ୍ତି। ଟ୍ୱିଟ୍‍ କରି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ମୁଖପାତ୍ର କହିଛନ୍ତି, ସମସ୍ତ ବିଦେଶୀ ସାମ୍ବାଦିକ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟରୁ ଅନୁମତି ନେଇ ଆସାମକୁ ଗସ୍ତ କରିପାରିବେ। ସେମାନଙ୍କୁ ଅନୁମତି ଦେବା ପାଇଁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ବୈଦେଶିକ ମନ୍ତ୍ରଣାଳୟ ସହ ବିଚାର ବିମର୍ଶ କରୁଛି। ମୁଖପାତ୍ର କହିଛନ୍ତି, ବିଦେଶୀ ସାମ୍ବାଦିକମାନଙ୍କ ପାଇଁ କୌଣସି ସୁରକ୍ଷିତ ଅଞ୍ଚଳ ଅନୁମତି କିମ୍ବା କଟକଣା ଅଞ୍ଚଳ ଅନୁମତିର ଆବଶ୍ୟକ ନାହିଁ କାରଣ ଆସାମରେ ସେଭଳି କୌଣସି ଅଞ୍ଚଳ ନାହିଁ। ଏଭଳି ଖବରକୁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଭିତ୍ତିହୀନ ବୋଲି ଦର୍ଶାଇ ଏହି ଖବର ପ୍ରକାଶ ପାଇବା ପାଇଁ ସମ୍ପୂର୍ଣ୍ଣ ରୂପେ ସମ୍ପୃକ୍ତ ଗଣମାଧ୍ୟମ ସଂସ୍ଥା ଦାୟି ବୋଲି କହିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories