www.samajalive.in
Monday, December 8, 2025
24.1 C
Bhubaneswar

ନୂଆ ରିଲିଜ୍‍ ତାରିଖ ସହ ସାମ୍ନାକୁ ଆସିଲା ‘ମରଜାୱାଁ’ର ଆଉ ଏକ ପୋଷ୍ଟର

ମୁମ୍ବଇ : ରିତେଶ ଦେଶମୁଖ ଓ ସିଦ୍ଧାର୍ଥ ମାଲହୋତ୍ରାଙ୍କ ଅଭିନୀତ ଆଗାମୀ ଚଳଚ୍ଚିତ୍ର ‘ମରଜାୱାଁ’ର ପରିବର୍ତ୍ତିତ ରିଲିଜ୍‍ ତାରିଖ ସହ ନୂଆ ପୋଷ୍ଟର ଶୁକ୍ରବାର ସାମ୍ନାକୁ ଆସିଛି। ଏହି ଚଳଚ୍ଚିତ୍ର ଚଳିତ ବର୍ଷ ୮ ନଭେମ୍ବରରେ ପରଦାକୁ ଆସିବ। ପୂର୍ବରୁ ଏହା ୨୨ ନଭେମ୍ବରରେ ମୁକ୍ତିଲାଭ କରିବାର ଥିଲା। ପୋଷ୍ଟରରେ ସିଦ୍ଧାର୍ଥ ଓ ରିତେଶଙ୍କ ଆକ୍ସନ ଅବତାର ଦେଖିବାକୁ ମିଳିଛି। ମିଳାପ ଜାଭେରୀଙ୍କ ନର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ରରେ ରିତେଶ ଓ ସିଦ୍ଧାର୍ଥଙ୍କ ବ୍ୟତୀତ ତାରା ସୁତାରିୟା ଓ ରକୁଲ ପ୍ରୀତ ସିଂହ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ଚଳଚ୍ଚିତ୍ରରେ ରିତେଶଙ୍କୁ ଖଳନାୟକ ଭୂମିକାରେ ଦେଖିବାକୁ ମିଳିବ। ଏହାର ପ୍ରଯୋଜନା ଭାର ଭୂଷଣ କୁମାର ଓ ନିଖିଲ ଆଡ଼ଭାଣୀ ବହନ କରିଛନ୍ତି।

 

- Advertisement -

 

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories