www.samajalive.in
Monday, December 8, 2025
20.1 C
Bhubaneswar

ଓନିଅନ କୁଲଚା

ଆବଶ୍ୟକ ସାମଗ୍ରୀ
ମଇଦା – ୨୫୦ଗ୍ରାମ
ଜୁଆଣୀ – ଅଳ୍ପ
ବଟର – ୧ଚାମଚ
କଟା ଧନିଆପତ୍ର – ଆବଶ୍ୟକ ପରିମାଣରେ
କଟା ପିଆଜ – ୧ଟି
କଟା ରସୁଣ – ୨ଟି
ଲୁଣ – ଆବଶ୍ୟକ ପରିମାଣରେ
କଞ୍ଚା ଲଙ୍କା – ୨ଟି
ଘିଅ – ଅଳ୍ପ
ବେକିଙ୍ଗ ପାଉଡ଼ର – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ଏବେ ଏକ ପାତ୍ରରେ ପିଆଜ, କଞ୍ଚା ଲଙ୍କା, ଲୁଣ, ଧନିଆ ପତ୍ର ଭଲ ଭାବେ ମିଶାଇ ମିଶ୍ରଣ ପ୍ରସ୍ତୁତ କରି ରଖି ଦିଅନ୍ତୁ। ଏବେ ଆଉ ଏକ ପାତ୍ରରେ ଅଟା, ମଇଦା, ବଟର , ରସୁଣ, ବେକିଙ୍ଗ ପାଉଡ଼ରକୁ ମିଶାଇ ଦିଅନ୍ତୁ। ଏହାପରେ ଏଥିରେ ପାଣି ପକାଇ ଭଲ ଭାବେ ଚକଟି ଦିଅନ୍ତୁ। ଚକଟାରୁ ଗୋଲ ଆକୃତିର ଗୁଳା ପ୍ରସ୍ତୁତ କରନ୍ତୁ। ଗୁଳାକୁ ଛୋଟ ରୁଟି ଆକୃତିର ବେଲି ଏହା ଭିତରେ ପିଆଜର ମିଶ୍ରଣ ଭର୍ତ୍ତି କରନ୍ତୁ। ଏହାପରେ ଗୁଳାର ଚାରିପଟକୁ ବନ୍ଦ କରି ପୁଣି ଗୋଲ ଆକୃତିର ବେଲି ଦିଅନ୍ତୁ। ବେଲିବା ପରେ ଗ୍ୟାସରେ ତାୱା ବସାଇ ଗରମ କରନ୍ତୁ। ଏବେ ତାୱାରେ ବେଲି ଥିବା ରୁଟିକୁ ସେକନ୍ତୁ। ଗୋଟେ ପଟ ସେକିବା ପରେ ଘିଅ ଲଗାଇ ପୁଣି ଭଲ ଭାବେ ସେକି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଓନିଅନ କୁଲଚା। ଏହାକୁ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories