www.samajalive.in
Thursday, December 11, 2025
18.1 C
Bhubaneswar

ହୀରାକୁଦର ୧୮ ଗେଟ୍ ଦେଇ ଚାଲିଛି ଜଳ ନିଷ୍କାସନ, ଖୋଲିବ ଆଉ ୨ ଗେଟ୍  

ସମ୍ୱଲପୁର : ଉପରମୁଣ୍ଡରେ ବର୍ଷାଯୋଗୁ  ହୀରାକୁଦ ଡ୍ୟାମର ଜଳସ୍ତର ବୃଦ୍ଧି ପାଇଛି । ଏହା ଫଳରେ ଡ଼୍ୟାମର ଆଉ ୬ଟି ଗେଟ୍ ରବିବାର ସକାଳେ ଖୋଲା ଯାଇଛି । ଡ଼୍ୟାମରେ ୬ଟି ଗେଟ୍ ଖୋଲିବା ପରେ ବର୍ତ୍ତମାନ ୧୮ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ତେବେ ଆହୁରି ୨ଟି ଗେଟ୍ ଖୋଲିବା ପାଇଁ ଡ୍ୟାମ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି । ଜଳ ଭଣ୍ଡାରକୁ ପ୍ରତି ସେକେଣ୍ଡରେ ୨ଲକ୍ଷ ୫୬ ହଜାର ୬୩୧ ଘନଫୁଟ ଜଳ ପ୍ରବେଶ କରୁଥିବାବେଳେ ୩ ଲକ୍ଷ ୧୦ ହଜାର ୯୪୪ ଘନଫୁଟ ଜଳ ନିଷ୍କାସନ ହେଉଛି । ବର୍ତ୍ତମାନ ହୀରାକୁଦ ଡ୍ୟାମର ଜଳସ୍ତର ୬୨୫.୬୯ ଫୁଟ୍ ରହିଛି ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories