www.samajalive.in
Saturday, December 13, 2025
27.1 C
Bhubaneswar

ଚିକେନ ଚିପ୍ସ

ଆବଶ୍ୟକ ସାମଗ୍ରୀ
ବୋନଲେସ ଚିକେନ – ୪୦୦ ଗ୍ରାମ
କର୍ଣ୍ଣଫ୍ଲୋର – ୧ କପ ରୁ କମ୍‍
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ଅଦା ରସୁଣ ବଟା – ୪ ଚାମଚ
ପାଣି – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ପତଳା ଓ ଚିପ୍ସ ଆକାରର ଛୋଟ ଛୋଟ ଖଣ୍ଡ କରି କାଟି ଧୋଇ ଦିଅନ୍ତୁ। ଏବେ ଏକ ପାତ୍ରରେ ଏହି ଚିକେନ ଖଣ୍ଡରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, କର୍ଣ୍ଣଫ୍ଲୋର, ଅଦାରସୁଣ ବଟା, ସାମାନ୍ୟ ପାଣି ପକାଇ ଭଲ ଭାବେ ମିଶାଇ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ( ପକୁଡ଼ି ମିଶ୍ରଣ ଭଳି)। ଏହାପରେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ରଖିଥିବା ଚିକେନକୁ ଭଲ ଭାବେ ଛାଣି ଦିଅନ୍ତୁ ଓ ଏକ ପାତ୍ରକୁ କାଢି ରଖନ୍ତୁ। ଏବେ ଚଟଣି କିମ୍ବା ସସ ସହ ଚିକେନ ଚିପ୍ସ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

Related Articles

Popular Categories