www.samajalive.in
Monday, December 8, 2025
13.1 C
Bhubaneswar

ମିଳିଲା ‘ବିକ୍ରମ’ର ଠିକଣା

ବେଙ୍ଗାଲୁରୁ: ଚନ୍ଦ୍ରଯାନ-୨ର ଲ୍ୟାଣ୍ଡର ‘ବିକ୍ରମ’ର ଠିକଣା ମିଳିଛି। ଚନ୍ଦ୍ରର କକ୍ଷପଥରେ ଥିବା ଅର୍ବିଟର ବିକ୍ରମର ଲୋକେଶନ ଠାବ କରିବାରେ ସଫଳ ହୋଇଛି। ଅର୍ବିଟର ଚନ୍ଦ୍ରପୃଷ୍ଠରୁ ନେଇଥିବା ଥର୍ମାଲ ଫଟୋରୁ ବିକ୍ରମର ସ୍ଥିତି ସମ୍ପର୍କରେ ଜଣାପଡ଼ିଛି ବୋଲି ଇସ୍ରୋ ଅଧ୍ୟକ୍ଷ କେ. ଶିବନ ସୂଚନା ଦେଇଛନ୍ତି। ତେବେ ବିକ୍ରମ ସହିତ ଯୋଗାଯୋଗ ସ୍ଥାପନ ହୋଇପାରି ନାହିଁ। ଏଥିପାଇଁ ଉଦ୍ୟମ କରାଯାଉଛି। ଖୁବ୍‌ଶୀଘ୍ର ବିକ୍ରମ ସହିତ ସମ୍ପର୍କ ସ୍ଥାପନ ହୋଇଯିବ ବୋଲି ଶିବନ କହିଛନ୍ତି।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories