www.samajalive.in
Monday, December 8, 2025
20.1 C
Bhubaneswar

ଆର ପାରିରେ ବଲିଉଡ଼ ଅଭିନେତା ତଥା କଥକ ଗୁରୁ ବୀରୁ କ୍ରିଷ୍ଣନ

ମୁମ୍ବଇ: ଲୋକପ୍ରିୟ ବଲିଉଡ଼ ଅଭିନେତା ତଥା କଥକ ନୃତ୍ୟ ଗୁରୁ ବୀରୁ କ୍ରିଷ୍ଣନଙ୍କର ଶନିବାର ମୁମ୍ବଇରେ ପରଲୋକ ଘଟିଛି। ସେ ‘ଅକେଲେ ହମ୍‌ ଅକେଲେ ତୁମ୍’, ‘ରାଜା ହିନ୍ଦୁସ୍ତାନୀ’ ଓ ‘ଇଶ୍କ’ ଆଦି ଚଳଚ୍ଚିତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକାରେ ନଜର ଆସିଥିଲେ। ତାଙ୍କ ବିୟୋଗରେ ସମ୍ପୂର୍ଣ୍ଣ ବଲିଉଡ଼ ଶୋକ ପ୍ରକାଶ କରିଛି। ଅନେକ ଅଭିନେତା ଅଭିନେତ୍ରୀ ଟ୍ବିଟ୍ କରି ନିଜର ଶୋକ ବ୍ୟକ୍ତ କରିଛନ୍ତି। ସେ ବଲିଉଡ଼ର ବହୁ ପ୍ରତିଷ୍ଠିତ କଳାକାରଙ୍କୁ ନୃତ୍ୟ ଶିଖାଇଥିଲେ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories