ରାଇରଙ୍ଗପୁର : ମୟୁରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳରେ ସୋମବାର ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଅଭିଯୁକ୍ତ ଯୁବକକୁ ଗିରଫ କରାଯାଇଛି। ନାବାଳିକା ଜଣଙ୍କ ଘରକୁ ଫେରୁଥିବାବେଳେ ଅଭିଯୁକ୍ତ ଯୁବକ ନାବାଳିକାକୁ ରାସ୍ତାରୁ ଉଠାଇ ନେଇ ଦୁଷ୍କର୍ମ କରିଥିବା ଜଣାପଡିଛି।
Popular Categories



