www.samajalive.in
Saturday, December 13, 2025
15.1 C
Bhubaneswar

ଝାରସୁଗୁଡ଼ାରୁ ଆଉ ଦୁଇ ସହରକୁ ଉଡ଼ିବ ବିମାନ

ଝାରସୁଗୁଡ଼ା:  ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆଉ ଦୁଇଟି ନୂଆ ସହରକୁ  ବିମାନ ଉଡ଼ିବାକୁ ଯାଉଛି । ଏନେଇ ବୁଧବାର ଆଞ୍ଚଳିକ ବିମାନ ଯୋଗାଯୋଗ ପରିଷଦ ବୈଠକ ନିଷ୍ପତ୍ତି ନେଇଛି ।  ଏହି ବୈଠକରେ କଲକାତା ଏବଂ ବେଙ୍ଗଲୁରୁକୁ ବିମାନ ଉଡ଼ାଣ ପାଇଁ ନିଷ୍ପତ୍ତି ହୋଇଛି ।

ସୂଚନା ଅନୁଯାୟୀ, ପୂର୍ବରୁ ଝାରସୁଗୁଡ଼ାକୁ ୫ଟି ସହରରୁ ବିମାନ ଚଳାଚଳ କରୁଥିଲା । ଅନ୍ୟପକ୍ଷରେ  ରାଉରକେଲା ଓ ଜୟପୁର ଏୟାରଷ୍ଟ୍ରିପ କାର୍ଯ୍ୟ ଖୁବ ଶୀଘ୍ର ତ୍ୱାରାନିତ ହେବବୋଲି ଆଲୋଚନା ହୋଇଛି  ।  ଜୟପୁର ଏୟାରଷ୍ଟ୍ରିପ କାମ ପାଇଁ ୫୫ କୋଟିର ଟେଣ୍ଡର ସରିଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରୀପାଠୀ ଏହି ସୂଚନା ଦେଇଛନ୍ତି ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories