www.samajalive.in
Tuesday, December 9, 2025
15.1 C
Bhubaneswar

ଦୁଇ ବାଇକ ମୁହାଁମୁହିଁ ଧକ୍କା ; ୧ ମୃତ, ୧ ଗୁରୁତର

ନବରଙ୍ଗପୁର : ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅନ୍ତର୍ଗତ କାରାଗା ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ କୈଳାସ ମାଝି । ଗୁରୁତର ଆହତ ଥିବା ବ୍ୟକ୍ତିଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଇଛନ୍ତି ।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories