www.samajalive.in
Wednesday, December 10, 2025
23.1 C
Bhubaneswar

ଟ୍ରେନ ଧକ୍କାରେ ଟ୍ରାକ୍‌ ମ୍ୟାନଙ୍କ ମୃତ୍ୟୁ

ବ୍ରହ୍ମପୁର: ଛତ୍ରପୁର ବ୍ଲକ ପୋଡାପଦର ରେଳ ଫାଟକ ନିକଟରେ ଟ୍ରେନରେ କଟି ଜଣେ ଟ୍ରାକ୍‌ ମ୍ୟାନଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଗାଙ୍ଗପୁର ଥାନା ପାଲକଷଣ୍ଡା ଗ୍ରାମର ରାଜେନ୍ଦ୍ର ରଣା । ଶୁକ୍ରବାର ସକାଳ ପୋଡାପଦର ଫାଟକ ନିକଟରେ ରାଜେନ୍ଦ୍ର ରେଳ ଲାଇନ ତନଖି କରୁଥିବା ସମୟରେ ପଲାସା ଠାରୁ ଭୁବନେଶ୍ବର ଯାଉଥିବା ମେମୁ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇଁ ଛତ୍ରପୁର ରେଳ ସୁରକ୍ଷା ବଳ ଓ ବ୍ରହ୍ମପୁର ରେଳବାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଚଳାଇଛନ୍ତି ।

Hot this week

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

Related Articles

Popular Categories