www.samajalive.in
Monday, December 8, 2025
27.1 C
Bhubaneswar

ବାଙ୍ଗିରିପୋଷିରେ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା

ଦ୍ୱାରଶୁଣି : ‘ସମାଜ’ର ଶତବାର୍ଷିକୀ ଉପଲକ୍ଷେ ବାଙ୍ଗିରିପୋଷିରେ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଆଦର୍ଶକୁ ପାଥେୟ କରି ଦୈନିକ ‘ସମାଜ’ ଏହାର ଶତବାର୍ଷିକୀ ପାଳନ କରୁଛି। ଏହି ଉପଲକ୍ଷେ ରବିବାର ରାଜ୍ୟବ୍ୟାପୀ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବାଙ୍ଗିରିପୋଷି ସରକାରୀ ଉଚ୍ଚବିଦ୍ୟାଳୟରେ ଚିତ୍ରାଙ୍କନ ଓ ପ୍ରବନ୍ଧ ରଚନା ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଏଥିରେ ସର୍ବମୋଟ ୧୭୦ଜଣ ଛାତ୍ରଛାତ୍ରୀ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories