www.samajalive.in
Saturday, December 6, 2025
26.1 C
Bhubaneswar

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକ ମୃତ

ଗଞ୍ଜାମ : ଗଞ୍ଜାମ ଜିଲା ଭଞ୍ଜନଗର ଚୂନପଲ୍ଲୀ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ବାର୍‍ହା ଶିକାର ପାଇଁ ବସାଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ନାବାଳକର ମୃତ୍ୟୁ ହୋଇଛି। ମୃତ ନାବାଳକ ଜଣଙ୍କ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ମିଳିଥିବା ସୂଚନା ଅନୁଯାୟୀ, କେହି ଶିକାରୀ ବାର୍‍ହା ଶିକାର ପାଇଁ ବିଦ୍ୟୁତ ତାର ବସାଇଥିଲା। ମାତ୍ର ଦୁର୍ଭାଗ୍ୟବଶତଃ ନାବାଳକ ଜଣଙ୍କ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ହୋଇଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories