www.samajalive.in
Wednesday, December 10, 2025
26.1 C
Bhubaneswar

ଟିଟିଲାଗଡ଼ରେ ଚାଷୀ ଆତ୍ମହତ୍ୟା

ଟିଟିଲାଗଡ଼: ବଲାଙ୍ଗୀର ଜିଲା ଟିଟିଲାଗଡ଼ ଦୋର୍ଲା ଗ୍ରାମରେ ଜଣେ ଚାଷୀ ସୋମବାର ଆତ୍ମହତ୍ୟା କରିଛନ୍ତି ।  ମୃତ ଚାଷୀଙ୍କ ନାମ ଘସିରାମ ମାଝୀ । ଋଣଭାର ଯୋଗୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ସୂଚନା ଅନୁଯାୟୀ, ଘସିରାମ ପ୍ରାୟ ୫ଟି ଏସଏଚଜିରୁ ଋଣ ନେଇ ଜମି କିଣି ଚାଷ କରିଥିଲେ । ଋଣ ଭାର ଅଧିକ ହେବାରୁ ସେ ଶୁଝି ନ ପାରି ଚାପରେ ଥିଲେ । ସୋମବାର ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ।  ଋଣ ଚାପରେ ପଡ଼ି ସେ ଆତ୍ମହତ୍ୟା କରିଥିବା ତାଙ୍କ ପତ୍ନୀ ଅଭିଯୋଗ କରିଛନ୍ତି ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories