www.samajalive.in
Saturday, December 13, 2025
26.1 C
Bhubaneswar

କଲରାପତରିଆ ବାଘର ମୃତଦେହ ଜବତ

ଆଠଗଡ଼ : କଟକ ଜିଲାର ଆଠଗଡ଼ ରେଞ୍ଜ ଅନ୍ତର୍ଗତ ତିଗିରିଆ ହରିଡ଼ାପଶି ଅଞ୍ଚଳର କୁଣ୍ଡଳୀ ଜଙ୍ଗଲରୁ ସୋମବାର ଏକ ମୃତ କଲରାପତରିଆ ବାଘକୁ ଅଣାଯାଇ ତିଗିରିଆ ଫରେଷ୍ଟ ଅଫିସରେ ରଖାଯାଇଛି। ଫରେଷ୍ଟର ଗାର୍ଡ଼ ଗୃହ ଭିତରେ ବାଘର ମୃତଦେହ ରଖାଯାଇଥିବା ଜଣାପଡ଼ିଛି। ମୃତଦେହ ବ୍ୟବଚ୍ଛେଦ ପରେ କଲରାପତରିଆ ବାଘ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ସୂଚନା ମିଳିଛି।

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories