www.samajalive.in
Monday, December 8, 2025
20.1 C
Bhubaneswar

ଭବାନୀପାଟଣାରେ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

କଳାହାଣ୍ଡି / ଭବାନୀପାଟଣା : କଳାହାଣ୍ଡି ଜିଲାର ଭବାନୀପାଟଣାରେ ସୋମବାର ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଜିଲାରେ ବିଜେଡ଼ି ସାଙ୍ଗଠନିକ ଢାଞ୍ଚା ଓ ନୂତନ ସଦସ୍ୟ ଗ୍ରହଣ, କଳାହାଣ୍ଡିରେ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ, ଜିଲାର ବିକାଶ ଧାରା, ଭବାନୀପାଟଣାରେ ବାଇପାସ୍‍, ରେଲୱ ଓଭର ବ୍ରିଜ, ଆଗାମୀ ପୌରନିର୍ବାଚନ ଆଦି ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଛି। ଏହି ବୈଠକରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ସମସ୍ତ ବିଜେଡ଼ି ବିଧାୟକ, ଜିଲାସଭାପତି ପୁଷ୍ପେନ୍ଦ୍ର ସିଂହ ଦେଓ ପ୍ରମୁଖ ଯୋଗଦେଇଛନ୍ତି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories