www.samajalive.in
Saturday, December 6, 2025
15.1 C
Bhubaneswar

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ପୁରୀ : ପୁରୀ ଜିଲା ନିମାପଡ଼ା ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ସୋମବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଏକ ଟିମ୍‍ ଯନ୍ତ୍ରୀଙ୍କ ଘରେ ଚଢାଉ କରିଛି। ତାଙ୍କ ବାସଭବନ ସମେତ ତିନିଟି ସ୍ଥାନରେ ଭିଜିଲାନ୍ସ ଏକାକାଳୀନ ଚଢାଉ କରିଥିଲା। ଏହି ସମୟରେ ଅନେକ ଜରୁରୀ କାଗଜପତ୍ର ଜବତ ହୋଇଛି। ଚଢାଉ ଜାରି ରହିଥିବାରୁ ଅଧିକ ଖବର ହସ୍ତଗତ ହୋଇପାରି ନାହିଁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories