www.samajalive.in
Friday, December 12, 2025
26.1 C
Bhubaneswar

କୋଇଲା ବୋଝେଇ ଟ୍ରେନ ଲାଇନଚ୍ୟୁତ

ଝାରସୁଗୁଡ଼ା : ବସୁନ୍ଧରା- ଝାରସୁଗୁଡା ଲହଣ୍ଡାବୁଡ଼ ଠାରେ ଏକ କୋଇଲା ବୋଝେଇ ଟ୍ରେନ ବୁଧବାର ଲାଇନଚ୍ୟୁତ ହୋଇଛି ।  ସୂଚନା ଅନୁଯାୟୀ,  ଏହି ମାଲବାହୀ ଟ୍ରେନର ୩ଟି ଡବା ଲାଇନ ଚ୍ୟୁତ ହୋଇଯାଇଛି । ଏହାଫଳରେ ବସୁନ୍ଧରା- ଝାରସୁଗୁଡ଼ା ଟ୍ରେନ ଲାଇନ ଦେଇ ଯାଉଥିବା ସମସ୍ତ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ରହିଛି  ।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories