www.samajalive.in
Sunday, December 7, 2025
26.1 C
Bhubaneswar

ପୋଖରୀରେ ବୁଡ଼ି ଶିଶୁ ମୃତ

ବାଲେଶ୍ୱର : ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‍ ଅନ୍ତର୍ଗତ ଖରାସାହାପୁର ପଞ୍ଚାୟତର ରମଢା ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ଜଣେ ଶିଶୁର ମୃତ୍ୟୁ ହୋଇଛି। ମୃତ ଶିଶୁଟି ହେଉଛି ଅଜୟ ମହାଳିକଙ୍କ ପୁଅ ଅଭିଜିତ(୩)। ପାଣିରୁ ଉଦ୍ଧାର କରି ଶିଶୁକୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲେ ହେଁ ଡାକ୍ତର ସେଠାରେ ତାକୁ ମୃତ ଘୋଷଣା କରିଥିଲେ। ସୋର ପୁଲିସ ପହଞ୍ଚି ପଚରାଉଚରା କରୁଥିବା ବେଳେ ଅଞ୍ଜି ସର୍କଲ ଆରଆଇ ପହଞ୍ଚି ରିପୋର୍ଟ ସଂଗ୍ରହ କରୁଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories