www.samajalive.in
Wednesday, December 10, 2025
18.1 C
Bhubaneswar

‘ସମାଜ’ ଶତବାର୍ଷିକୀ ଉତ୍ସବ ଉଦ୍‌ଘାଟନ କରିବେ ଉପରାଷ୍ଟ୍ରପତି

କଟକ: ଆସନ୍ତା ୬ ତାରିଖରେ ‘ସମାଜ’ର ଶତବାର୍ଷିକୀ ଉଦ୍‌ଘାଟନ ଉତ୍ସବ। ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଭାରତର ମହାମହିମ ଉପରାଷ୍ଟ୍ରପତି ଏମ୍‌. ଭେଙ୍କେୟା ନାଇଡୁ। କଟକର ଜବାହରଲାଲ ନେହେରୁ ଇନଡୋର ଷ୍ଟାଡ଼ିୟମରେ ରବିବାର ଅପରାହ୍ନ ୪ଟାରୁ ୫ଟା ସମୟରେ ଏହି କାର୍ୟ୍ୟକ୍ରମର ଆୟୋଜନ କରାଯାଇଛି। କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ସଦୟ ସ୍ବୀକୃତି ପ୍ରଦାନ କରିଛନ୍ତି ନାଇଡୁ।

ଏ ନେଇ ଉପରାଷ୍ଟ୍ରପତିଙ୍କ କାର୍ୟ୍ୟାଳୟରୁ ଶୁକ୍ରବାର ଏକ ସମ୍ମତି ପତ୍ର ‘ସମାଜ’ ପରିଚାଳନା ମଣ୍ଡଳୀର ଅଧ୍ୟକ୍ଷ ଦୀପକ ମାଲବ୍ୟଙ୍କୁ ହସ୍ତଗତ ହୋଇଛି।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories