www.samajalive.in
Monday, December 8, 2025
17.1 C
Bhubaneswar

ଶିକ୍ଷୟିତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବଲେଶ୍ୱର: ବଲେଶ୍ୱର ଜିଲା ପଞ୍ଚନିବାଗ ପ୍ରାଇମେରୀ ସ୍କୁଲରେ ଥିବା ଶିକ୍ଷୟିତ୍ରୀଙ୍କ ଘରେ ଶନିବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶିକ୍ଷୟିତ୍ରୀ ମଞ୍ଜୁଶ୍ରୀ ନାୟକ ଘର ସମେତ ୪ଟି ଜାଗାରେ  ଚଢାଉ କରାଯାଇଛି । ତାଙ୍କ ନାମରେ ଥିବା ୪ ମହଲା କୋଠାଘର, ବିକାଶ ନଗରରେଥିବା ତାଙ୍କ ପୁତୁରାଙ୍କ ଘର, ନିଜ ଶାଶୁ ଘର ଏବଂ  ଗୁଡିପାହିରେ ଥିବା ସ୍ୱାମୀଙ୍କ ଚିଙ୍ଗୁଡି ଫାର୍ମରେ ଏକା ସାଙ୍ଗରେ ଭିଜଲାନ୍ସ ଚଢାଉ କରିଛି  ।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories