www.samajalive.in
Tuesday, December 9, 2025
17.1 C
Bhubaneswar

ପୁଣି ବୁହା ହେଲେ ପ୍ରସୂତି

ମାଲକାନଗିରି :  ମାଲକାନଗିରି ଜିଲା କୁଡୁମୁଳୁଗୁମ୍ମା ପଞ୍ଚାୟତର ନଙ୍ଗଳଗୁଡା ଗ୍ରାମର ସୋମବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରାସ୍ତା ଖରାପ ଥିବାରୁ ପ୍ରସୂତିଙ୍କୁ ଚଲାଇ ନେବା ଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଯାହାକୁ ନେଇ ଗ୍ରାମବାସୀ ଓ ପ୍ରସୂତିଙ୍କ ପରିବାର ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି ।

ସୂଚନା ଅନୁଯାୟୀ, ନଙ୍ଗଳଗୁଡା ଗ୍ରାମର ହାତୀ ମାଡିଙ୍କ ସ୍ତ୍ରୀ ଚନ୍ଦ୍ରମା ମାଡି ପ୍ରସୂତି ଯନ୍ତ୍ରଣା ଅନୁଭବ କରିଥିଲେ । ଗାଁକୁ ରାସ୍ତା ନଥିବାରୁ ପ୍ରସୂତୀକୁ ପ୍ରଥମେ ଚଲେଇ ଚଲେଇ ନେଇଥିଲେ ଓ ଆଶାକର୍ମୀଙ୍କ ସାହାଯ୍ୟରେ ମୁଖ୍ୟ ରାସ୍ତା ବୋହିକି ନେଇଥିଲେ । ସେଠାରୁ ଏକ ଅଟୋ ଯୋଗେ ମେଡିକାଲ ଯାଇଥିଲେ । ତେବେ ରାସ୍ତାପାଇଁ ବାରମ୍ବାର ପ୍ରଶାସନ ନିକଟରେ ଦବି କରାଯାଉଥିଲେ ମଧ୍ୟ ରାସ୍ତା ନିର୍ମାଣ ହେଉନାହିଁ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories