www.samajalive.in
Sunday, December 14, 2025
19.1 C
Bhubaneswar

ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା, ଗେଟ୍ ଭାଙ୍ଗି ଧସେଇ ପଶିବାକୁ ଏବିଭିପି କର୍ମୀଙ୍କ ଉଦ୍ୟମ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି । ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଏବିଭିପି କର୍ମୀ ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏହା ସହ ଗେଟ୍ ଭାଙ୍ଗି କାର୍ଯ୍ୟାଳୟ ମଧ୍ୟକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ । ଏହି ସମୟରେ ବୋର୍ଡ କର୍ତ୍ତୃପକ୍ଷ ଓ ପୁଲିସଙ୍କ ସହ ଏବିଭିପି କର୍ମୀ ମୁହାଁମୁହିଁ ହୋଇଛନ୍ତି ।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories