www.samajalive.in
Saturday, December 13, 2025
26.1 C
Bhubaneswar

ନାବାଳିକାଙ୍କୁ ବଳାତ୍କାର: ଟ୍ୟୁସନ୍‍ ସାର ଗିରଫ

କେନ୍ଦ୍ରାପଡ଼ା: ନିକିରାଇ ଥାନା ଅନ୍ତର୍ଗତ ଅମ୍ବାପଡ଼ା ଗ୍ରାମର ଜନୈକା ୭ବର୍ଷର ଛାତ୍ରୀଙ୍କୁ ବଳାତ୍କାର କରିଛନ୍ତି ଟ୍ୟୁସନ୍‍ ସାର। ଛାତ୍ରୀଙ୍କ ପରିବାରର ଅଭିଯୋଗକ୍ରମେ ପୁଲିସ ସମ୍ପୃକ୍ତ ଟ୍ୟୁସନ୍‍ ସାର ଗଣେଶ ନାୟକକୁ ଗିରଫ କରିଛି। ଅଭିଯୋଗ ଅନୁଯାୟୀ ଗଣେଶ ସମ୍ପୃକ୍ତ ଛାତ୍ରୀଙ୍କୁ ବାରମ୍ବାର ଖରାପ ବ୍ୟବହାର କରି ଆସୁଥିଲେ। ଶୁକ୍ରବାର ସନ୍ଧ୍ୟାରେ ଟ୍ୟୁସନ୍‍ ସରିବା ପରେ ଛାତ୍ରୀଙ୍କୁ ଅଟକାଇ ବଳାତ୍କାର କରିଥିଲେ। ଛାତ୍ରୀଙ୍କ ଚିତ୍କାର ଶୁଣି ପଡ଼ୋଶୀ ସେଠାରେ ପହଞ୍ଚି ଛାତ୍ରୀଙ୍କୁ ଉଦ୍ଧାର କରିବା ସହିତ ଗଣେଶକୁ ଅଟକ ରଖିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories