www.samajalive.in
Saturday, December 13, 2025
26.1 C
Bhubaneswar

ଗୁରୁବାର ପୂର୍ବାହ୍ନରେ କ୍ୟାବିନେଟ ବୈଠକ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଗୁରୁବାର ପୂର୍ବାହ୍ନରେ ବସୁଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧.୪୫ରେ ବସୁଥିବା ବୈଠକରେ କ୍ୟାବିନେଟ ଅନୁମୋଦନ ପାଇଁ ଅର୍ଥ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ, ଆଇନ, ପୂର୍ତ୍ତ ଓ ରାଜସ୍ବ ବିଭାଗର ପ୍ରାୟ ୧୨ଟି ପ୍ରସ୍ତାବ ରହିଛି।

ତେବେ ବରମୁଣ୍ଡା ବସଷ୍ଟାଣ୍ଡର ଆଧୁନିକୀକରଣ ହେବ। ୧୬୦ କୋଟି ଟଙ୍କା ବ୍ୟୟରେ ଏହି କାର୍ଯ୍ୟ କରାଯିବ। ଖୁବଶୀଘ୍ର ଏହି କାର୍ଯ୍ୟ ଆରମ୍ଭ ହେବ। ଏହି ପ୍ରସ୍ତାବ ସମେତ ବିଭିନ୍ନ ବିଭାଗର ପ୍ରାୟ ୧୨ଟି ପ୍ରସ୍ତାବ ଗୁରୁବାର ବସୁଥିବା କ୍ୟାବିନେଟ ବୈଠକରେ ଆଲୋଚନା ପାଇଁ ରହିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories