www.samajalive.in
Friday, December 12, 2025
16.1 C
Bhubaneswar

ବୀମା ରାଶି ଓ ସହାୟତା ଦାବିରେ ଚାଷୀଙ୍କ ରାସ୍ତାରୋକ

ବଲାଙ୍ଗୀର : ବକେୟା ବୀମା ରାଶି ଓ ସହାୟତା ଦାବିରେ ବଲାଙ୍ଗୀର ଜିଲା ଦେଓଗାଁ କଲେଜ ଛକରେ ଶୁକ୍ରବାର ଚାଷୀମାନଙ୍କ ପକ୍ଷରୁ ରାସ୍ତାରୋକ କରାଯାଇଛି  । ୨ ବର୍ଷର ବକେୟା ବୀମା ରାଶି ଓ ସହାୟତା ପାଇବା ଦାବିରେ ଚାଷୀମାନେ ଏହି ରାସ୍ତାରୋକ କରିଛନ୍ତି । ଏହାଫଳରେ ବଲାଙ୍ଗୀର – ଟିଟିଲାଗଡ଼ ମଧ୍ୟରେ ସମସ୍ତ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ରହିଛି ।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories