www.samajalive.in
Tuesday, December 9, 2025
15.1 C
Bhubaneswar

ନାଳରୁ ନବଜାତଙ୍କ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଟାଉନ ଥାନା ହଜାରୀବଗିଚା ପାଖ ନାଳରେ ଭାସୁଥିବା ଅବସ୍ଥାରେ ରବିବାର ଏକ ଶିଶୁକନ୍ୟାର ମୃତଦେହ ଠାବ ହୋଇଛି। ମୃତ ଶିଶୁକନ୍ୟାଟି କେଉଁଠୁ ଆସିଲା ଓ ତା’ର ମୃତ୍ୟୁ କିପରି ହୋଇଛି ସେନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ସକାଳ ସମୟରେ ସ୍ଥାନୀୟଲୋକେ ମୃତ ଶିଶୁକନ୍ୟାଟିକୁ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories