www.samajalive.in
Wednesday, December 10, 2025
17.1 C
Bhubaneswar

ଖୋଲିଲା ହୀରାକୁଦର ଆଉ ଦୁଇ ଗେଟ୍‍: ମୋଟ ୧୮ ଟି ଗେଟ୍‍ ଦେଇ ଜଳ ନିଷ୍କାସନ

ସମ୍ବଲପୁର: ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଛି। କିଛିଦିନ ହେବ ଜଳଭଣ୍ଡାରର ଜଳସ୍ତର ସର୍ବୋଚ୍ଚ ସ୍ତର ୬୩୦ ଫୁଟ ରହୁଛି। ଜଳଭଣ୍ଡାରର ଜଳସ୍ତରକୁ ନଜରରେ ରଖି  ୧୮ଟି ଗେଟ୍‍ ଦେଇ ଜଳ ନିଷ୍କାସନ କରାଯାଉଛି। ସୋମବାର ସକାଳ ୬ଟା ସୁଦ୍ଧା ଜଳଭଣ୍ଡାର ମଧ୍ୟକୁ ୩ ଲକ୍ଷ୧୨ ହଜାର ୯୯୩ ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ସମ ପରିମାଣର ଜଳ ନିଷ୍କାସିତ ହେଉଛି। ରବିବାର ସୁଦ୍ଧା ମୋଟ ୧୬ ଟି ଗେଟ୍‍ ଦେଇ ଜଳ ନିଷ୍କାସନ କରାଯାଉଥିବା ବେଳେ ସୋମବାର ଆଉ ୨ଟି ଗେଟ୍‍ ଖୋଲାଯାଇଛି। ମୋଟ ୧୮ ଟି ଗେଟ ଦେଇ ଜଳ ନିଷ୍କାସନ କରାଯାଉଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories