www.samajalive.in
Tuesday, December 9, 2025
17.1 C
Bhubaneswar

ଧାମରା ରେଳପଥରେ ମାଲଗାଡ଼ିର ୭ବଗି ଲାଇନଚ୍ୟୁତ

ଧାମରା : ଧାମରାରୁ ଭଦ୍ରକ ଅଭିମୁଖେ  ଯାଉଥିବା ଏକ କୋଇଲା ବୋଝେଇ ମାଲଗାଡ଼ି ସୋମବାର ତିହିଡ଼ି ଥାନା ଜିଝାରପୁର ନିକଟରେ ଲାଇନଚ୍ୟୁତ ହୋଇଛି । ଏହାର ୭ଟି ବଗି ରେଳ ଧାରଣାରୁ ବାହାରିଯାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ କେହି ମୃତାହତ ହୋଇ ନ ଥିବା ଜଣା ପଡ଼ିଛି। ପୂର୍ବତଟ ରେଳପଥର ମୁଖ୍ୟ କାର୍ଯ୍ୟଳୟରୁ ଉଦ୍ଧାରକାରୀ ଦଳ ଦୁର୍ଘଟଣା ସ୍ଥଳରେ ପହଞ୍ଚି  ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories