www.samajalive.in
Sunday, December 7, 2025
23.1 C
Bhubaneswar

ପାଣିପାଗ ବିଭାଗ ପକ୍ଷରୁ ୫ ଜିଲାକୁ ସତର୍କ ସୂଚନା

ଭୁବନେଶ୍ବର :  ଝଡ଼ବର୍ଷା ଓ ବଜ୍ରପାତ ହେବା ନେଇ ସାମବାର ୫ଟି ଜିଲାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ବର ଓ ଭଦ୍ରକ ଜିଲାକୁ ଦିନ ୧୨ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ  ନିର୍ଦ୍ଦେଶ ଦିଆ ଯାଇଛି ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories