ସମ୍ବଲପୁରରେ କାର୍ଯ୍ୟବନ୍ଦ ଆନ୍ଦୋଳନ

ସମ୍ବଲପୁର : ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୧୨ ଘଣ୍ଟିଆ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି । ଏହଫଳରେ ସମ୍ବଲପୁରର ସବୁ ସରକାରୀ ଓ ବେସରକାରୀ ଅଫିସକୁ ବନ୍ଦ ରଖାଯାଇଛି । ବ୍ୟାଙ୍କ ଓ ବୀମା କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିଛି  ।

kalyan agarbati

Comments are closed.