www.samajalive.in
Monday, December 15, 2025
26.1 C
Bhubaneswar

ଡାକ୍ତରଖାନାରେ ପୁଲିସ ସମ୍ନାରେ ମୃତକଙ୍କୁ ଝଡାଫୁଙ୍କା

ବଲାଙ୍ଗୀର: ଟିଟିଲାଗଡ ଉପଖଣ୍ଡ ସରକାରୀ ମୁଖ୍ୟ ଡାକ୍ତରଖାନାରୁ ଏକ ଅଭାବନୀୟ ଘଟଣା ସମ୍ନାକୁ ଆସିଛି। ପୁଲିସର ଉପସ୍ଥିତରେ ଡାକ୍ତରଖାନା ଭିତରେ ମୃତକଙ୍କୁ ଝଡାଫୁଙ୍କା କରାଯାଇଥିବା ଘଟଣା ଦେଖିବାକୁ ମିଳିଛି। ଏହି ଘଟଣା ସମ୍ନାକୁ ଆସିବା ପରେ ସ୍ଥାନୀୟ ବୁଦ୍ଧିଜୀବୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

ସୂଚନଯୋଗ୍ୟ, ରବିବାର ବିଳମ୍ବିତ ରାତିରେ ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅନ୍ତର୍ଗତ ସିଲଣ୍ଡା ଗ୍ରାମରେ ଜଣେ ଯୁବକଙ୍କୁ ସାପ କାମୁଡିଥିଲା। ତୁରନ୍ତ ତାଙ୍କୁ ଟିଟିଲାଗଡ଼ ଉପଖଣ୍ଡ ସରକାରୀ ମୁଖ୍ୟ ଡ଼ାକ୍ତରଖାନାକୁ ନିଆଯାଇଥିଲା।। ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ମଧ୍ୟ ପରିବାର ଲୋକଙ୍କ ମନ ବୁଝିନଥିଲା। ପରେ ପୁଲିସ ସମ୍ମୁଖରେ ଗୁଣିଆ ଦ୍ବାରା ଡାକ୍ତରଖାନାରେ ଝଡାଫୁଙ୍କା କରାଯାଇଥିଲା। ମୃତକଙ୍କ ନାଁ ପିଙ୍କୁ ନାଗ ବୋଲି ଜଣା ପଡ଼ିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories