www.samajalive.in
Saturday, December 13, 2025
23.1 C
Bhubaneswar

ଆମ ପୁଲିସ ସମିତି ବୈଠକ ଅନୁଷ୍ଠିତ

ମାଲକାନଗିରି : ମାଲକାନଗିରି ଥାନା ସମ୍ମିଳନୀ କକ୍ଷରେ ସୋମବାର ଆମ ପୁଲିସ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି। ମାଲକାନଗିରି ଥାନା ଭାରପ୍ରାପ୍ତ ନରିକ୍ଷୀକ ରାମପ୍ରସାଦ ନାଗଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଆମ ପୁଲିସ ସଦସ୍ୟ ଗୋପି ପଟ୍ଟନାୟକ, ଦୁର୍ୟ୍ୟଧନ ପାତ୍ର, ଜୁର ସେନାପତି, ବାସନ୍ତୀ ଲତା ବିସୋଇ, ପ୍ରକାଶ ପଟ୍ଟନାୟକ, ପ୍ରମୁଖ ବହୁ ସଦସ୍ୟ ଯୋଗଦେଇଥିଲେ। ଏଥିରେ ସହରରେ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିବା, ରାସ୍ତାରେ ଗୋରୁଗାଇ ଓ ଟ୍ରାଫିକ ସମାସ୍ୟା ଦୂରକରିବା କ୍ଷେତ୍ରରେ ସମିତି ପକ୍ଷରୁ କାର୍ୟ୍ୟକ୍ରମ ହାତକୁ ନିଆଯିବା ପାଇଁ ନିଷ୍ପତ୍ତି ହୋଇଥିଲା।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories