www.samajalive.in
Monday, December 8, 2025
17.1 C
Bhubaneswar

ବିଧାନସଭା ପରିସରରେ ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବୁଧବାର  ବିଧାନସଭା ପରିସରରେ ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଛି। ଏହି ଅବସରରେ ବିଧାନସଭା ପରିସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲେ।  ପ୍ରଥମେ ବିଧାନସଭା ପରିସରରେ ପ୍ରାର୍ଥନା ସଭା ଆୟୋଜିତ ହୋଇଥିଲା। ପରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ  ବିଧାନସଭା ପରିସରରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହାସହ ବାପୁଙ୍କ ସ୍ମୃତିଚାରଣ କରାଯିବା ସହ ରଘୁପତି ରାଘବ ରାଜାରାମ ସଂଗୀତ ପରିବେଷଣ କରାଯାଇଥିଲା।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories