www.samajalive.in
Friday, December 5, 2025
27.1 C
Bhubaneswar

୩୦ ସେକେଣ୍ଡରେ ଏସଏଚ୍‌ଜି ଗ୍ରୁପକୁ ମିଳିବ ୫୦ ହଜାର ଟଙ୍କାର ଋଣ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ୩୦ ସେକେଣ୍ଡରେ ଏସଏଚ୍‌ଜି ଗ୍ରୁପକୁ ୫୦ ହଜାର ଟଙ୍କାର ଋଣ ମିଳିବ। ମାତ୍ର ୫୯ ମିନିଟରେ ଏକ କୋଟି ଟଙ୍କା ପର୍ୟ୍ୟନ୍ତ ଋଣ ମିଳିପାରିବ। ରାଷ୍ଟ୍ରୟତ୍ତ ବ୍ୟାଙ୍କର ଗ୍ରାହକ ସମ୍ପର୍କ କାର୍ୟ୍ୟକ୍ରମରେ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି।

- Advertisement -

ଶୁକ୍ରବାର ଭୁବନେଶ୍ୱରରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ପକ୍ଷରୁ ଆୟୋଜିତ ଗ୍ରାହକ ସମ୍ପର୍କ ଓ ପ୍ରଚାର କାର୍ୟ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଓଡିଶାରେ ୨ ଲକ୍ଷ କୋଟି ଟଙ୍କାର ବ୍ୟାଙ୍କ ଋଣ ଦିଆଯାଇଛି। ରାଜ୍ୟରେ ୩ କୋଟିରୁ ଉର୍ଦ୍ଧ୍ବ ଲୋକ ବ୍ୟାଙ୍କ୍ ଆକାଉଣ୍ଟ ଖୋଲିଛନ୍ତି। ଓଡିଶାରେ ଅଧିକ ବ୍ୟାଙ୍କ ଖୋଲିବା ପାଇଁ ଅର୍ଥମନ୍ତ୍ରୀଙ୍କୁ ମୁଁ ଚିଠି ଲେଖିଛି। ଅଧିକରୁ ଅଧିକ ଗୃହ ଋଣ ଦେବାକୁ ବ୍ୟାଙ୍କଗୁଡିକୁ କହିଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories