www.samajalive.in
Wednesday, December 10, 2025
23.1 C
Bhubaneswar

ଭାରସାମ୍ୟ ହରାଇ ଗଛରେ ପିଟିହେଲା ଟ୍ରକ ,ଚାଳକ ମୃତ

ପିପିଲି: ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ଶିଉଳା ଛକ ଠାରେ ଏକ ଟ୍ରକ ଓଲଟି ପଡିଥିବା ସୂଚନା ମିଳିଛି। ପଥର ବୋଝେଇ କରି ଯାଉଥିବା ଟ୍ରକଟି ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ବର ଗଛରେ ପିଟି ହୋଇଯାଇଥିଲା। ଯାହା ଫଳରେ ଟ୍ରକର ଡ୍ରାଇଭର ରଞ୍ଜନ ସ୍ୱାଇଁ ମୃତ୍ୟୁ ହୋଇଥିବା ଜଣାପଡିଛି। ଡ୍ରାଇଭରଙ୍କ ଘର ପିପିଲି ଥାନା ଅନ୍ତର୍ଗତ ଉଜାଡିପଡା ଗ୍ରାମରେ ବୋଲି ସୂଚନାମିଳିଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories