www.samajalive.in
Monday, December 8, 2025
27.1 C
Bhubaneswar

ପ୍ରଥମ ବିଶ୍ଵଯୁଦ୍ଧରେ ଶହୀଦ ହୋଇଥିବା ଭାରତୀୟ ଯବାନଙ୍କୁ ଫ୍ରାନ୍ସରେ ଶ୍ରଦ୍ଧାଞ୍ଜଳି

ପ୍ୟାରିସ: ପ୍ରଥମ ବିଶ୍ଵଯୁଦ୍ଧରେ ଶହୀଦ ହୋଇଥିବା ଭାରତୀୟ ଯବାନମାନଙ୍କୁ ଫ୍ରାନ୍ସରେ ରବିବାର ଦିନ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଉଭୟ ଭାରତ ଏବଂ ଫ୍ରାନ୍ସ ପକ୍ଷରୁ ଏହି ଶ୍ରଦ୍ଧାଞ୍ଜଳି ଅର୍ପଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଫ୍ରାନ୍ସରେ ଅବସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୱିଲର୍ସ ଗୁଇସଲେନ ଇଣ୍ଡିଆନ ୱାର ମେମୋରିଆଲରେ ଆୟୋଜିତ ଏକ ସ୍ମାରକ ସମାରୋହରେ ପ୍ରଥମ ବିଶ୍ଵଯୁଦ୍ଧରେ ବଳିଦାନ ଦେଇଥିବା ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories