www.samajalive.in
Friday, December 12, 2025
15.1 C
Bhubaneswar

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ : ରାଧାଦାମୋଦର ବେଶରେ ଦର୍ଶନ ଦେବେ ଶ୍ରୀଜୀଉ

ପୁରୀ : ଆଶ୍ୱିନ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି ବୁଧବାରଠାରୁ ଶ୍ରୀମନ୍ଦିରରେ ପବିତ୍ର କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ଚତୁର୍ଦ୍ଧାମୂର୍ତ୍ତି ଆଜିଠାରୁ ଭକ୍ତଙ୍କୁ ରାଧାଦାମୋଦର ବେଶରେ ଦର୍ଶନ ଦେବେ। ଦଶହରାରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବା ପରେ ଏକାଦଶୀ ତିଥିରେ ସିଂହଦ୍ୱାର ସାମ୍ନା ବଡଦାଣ୍ଡରେ ଦେବସଭା ଅନୁଷ୍ଠିତ ହୋଇଥାଏ। ଦଶହରାରେ ଗୋଷାଣୀ ଭାବେ ପୂଜା ପାଉଥିବା ଦେବୀ ଦୁର୍ଗା ଶୋଭାଯାତ୍ରାରେ ବାହାରି ଉକ୍ତ ଦେବସଭାରେ ଯୋଗଦେବାର ପରମ୍ପରା ରହିଛି। ଶ୍ରୀମନ୍ଦିରର ମହାଦୀପ ଦର୍ଶନ କରିବା ପରେ ଗୋଷାଣୀମାନେ ଦେବୀଘାଟକୁ ଯାଇ ଜଳ ବିସର୍ଜନ କରିଥା’ନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories