www.samajalive.in
Thursday, December 11, 2025
13.1 C
Bhubaneswar

କେନ୍ଦ୍ର କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବୃଦ୍ଧି

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି। କେନ୍ଦ୍ର ସରକାର ଏହାକୁ ୫% ବୃଦ୍ଧି କରିଛନ୍ତି। କେନ୍ଦ୍ର କ୍ୟାବିନେଟର ଏହି ନିଷ୍ପତ୍ତି ଫଳରେ ୫୦ ଲକ୍ଷ କର୍ମଚାରୀ ଲାଭବାନ ହେବେ। ଏହା ସହିତ ୬୫ ଲକ୍ଷ ପେନସନଭୋଗୀ ମଧ୍ୟ ଉପକୃତ ହେବେ। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଏ ସମ୍ପର୍କରେ ସୂଚନା​‌ ଦେଇଛନ୍ତି। ଫଳରେ ମହଙ୍ଗା ଭତ୍ତା ୧୨ ପ୍ରତିଶତରୁ ବୃଦ୍ଧି ପାଇ ୧୭ ପ୍ରତିଶତ ହୋଇଛି। ଗତ ଜୁଲାଇରୁ ଏହା ପିଛିଲା ଭାବେ ଲାଗୁ ହେବ। ୭ମ ବେତନ କମିଶନଙ୍କ ସୁପାରିସ ଅନୁସାରେ କ୍ୟାବିନେଟରେ ଏହି ନିଷ୍ପତ୍ତି ନିଆଯାଇଥିବା ଜାଭଡେକର ସୂଚନା ଦେଇଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories