www.samajalive.in
Tuesday, December 9, 2025
16.1 C
Bhubaneswar

ଗୁଳିମାଡ଼ରେ ଯୁବକ ଗୁରୁତର

ବରଗଡ଼ : ବଲାଙ୍ଗୀରରୁ ବରଗଡ଼ ଆସୁଥିବା ବେଳେ ବୁଧବାର ବିଳମ୍ବିତ ରାତିରେ ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ଭାବେ ଆହତ ହୋଇଛନ୍ତି। ଯୁବକ ଜଣକ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିର ସଚିନ ଅଗ୍ରୱାଲ(୨୬) ବୋଲି ପୁଲିସ ସୂତ୍ରରୁ ଜଣାପଡ଼ିଛି। ଆହତ ଯୁବକ ଗୁରୁବାର ବରଗଡ଼ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଯୁବକଙ୍କ ହାତ ପାପୁଲି ଓ ବାମ ଗୋଡ଼ରେ ଗୁଳି ବାଜିଛି। ବରଗଡ଼ ପୁଲିସ ଘଟଣାର ତଦନ୍ତ କରୁଛି। ଘଟଣାର କାରଣ ଓ ଘଟଣା ସ୍ଥଳ ସମ୍ପର୍କରେ କୌଣସି ନିର୍ଦ୍ଦିଷ୍ଟ ତଥ୍ୟ ମିଳିପାରି ନାହିଁ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories